ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ !
ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ! -ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ସୂଚନା -ଆଇନ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ଅନୁଯାୟୀ ନୋଟିସ୍ ସୂଚନା -ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଚରାଉଚରା କରିବା ସମ୍ଭାବନା -ବଙ୍ଗୀୟ ଚ୍ୟାନେଲକୁ ମନ୍ତବ୍ୟ ନେଇ ହୋଇପାରେ ପଚରାଉଚରା -ଦାରୁଗୃହର ଚାବି କାହା ପାଖରେ ଥିଲା, କେତେ ଦାରୁ ଥିଲା ପଚରାଯିବ -କାଲି ପୂର୍ବାହ୍ନରେ ପଚରାଉଚରା ନେଇ ସମୟ ଧାର୍ଯ୍ୟ ସୂଚନା ଏନେଇ ରାମକୃଷ୍ଣ ଦାସମହାପାତ୍ରଙ୍କ ପ୍ରତିକ୍ରିୟା ମିଳିପାରିନି .
