*ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ...*

*ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ...*

*-ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟି*

*-ଦିଲ୍ଲୀର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ*

*-ରାଜ୍ୟର ବିଭିନ୍ନ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ଆଲୋଚନା*