*ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ...*

*ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ...*

*-ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ*

*-ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ କମିଟି ଗଠନ*

*-ବାଚସ୍ପତି ସୁରମା ପାଢ଼ୀ ହେଲେ ଶ୍ରେଷ୍ଠ ବିଧାୟକ ଚୟନ କମିଟି ଅଧକ୍ଷ*

*-ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଧାୟକ ଜୟନାରାୟଣ ମିଶ୍ର ସଦସ୍ୟ*

*-ବିଧାୟକ ଭାସ୍କର ମଢେଇ, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି ସଦସ୍ୟ*

*-ଅମର ପ୍ରସାଦ ଶତପଥୀ ଓ ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ ସଦସ୍ୟ*

*-ବିଧାନସଭାର ଶ୍ରେଷ୍ଠ ବିଧାୟକ ପୁରସ୍କାର ପାଇଁ ମନୋନୀତ କରିବ କମିଟି*