ଷ୍ଟେଟ ବ୍ୟାଙ୍କ ପ୍ରଦତ୍ତ ଆମ୍ବୁଲାନ୍ସକୁ ଲୋକାର୍ପଣ କଲେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ର ମୁଖ୍ୟ ସଚେତକ .

ଷ୍ଟେଟ ବ୍ୟାଙ୍କ ପ୍ରଦତ୍ତ ଆମ୍ବୁଲାନ୍ସକୁ ଲୋକାର୍ପଣ କଲେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ର ମୁଖ୍ୟ ସଚେତକ .

ଷ୍ଟେଟ ବ୍ୟାଙ୍କ ପ୍ରଦତ୍ତ ଆମ୍ବୁଲାନ୍ସକୁ ଲୋକାର୍ପଣ କଲେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ର ମୁଖ୍ୟ ସଚେତକ .

ବୌଦ୍ଧ:୦୫/୬(ନିପ୍ର) ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଷ୍ଟେଟ ବ୍ୟାଙ୍କ ଏବଂ ଜ଼ିଲ୍ଲା ରେଡ଼କ୍ରସ ର ମିଳିତ ଆନୁକୂଲ୍ୟରେ  ଷ୍ଟେଟ ବ୍ୟାଙ୍କ ପ୍ରଦତ୍ତ ଏକ ଆମ୍ବୁଲାନ୍ସକୁ ଲୋକାର୍ପଣ କରାଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଆମ୍ବୁଲାନ୍ସ କୁ ଲୋକାର୍ପଣ କରିଥିଲେ | ଉକ୍ତ ଲୋକାର୍ପଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ,କନ୍ଧମାଳ ସାଂସଦ ଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ,ଲିଡ ବ୍ୟାଙ୍କ ମେନେଜର ଡନ ବାସ୍କୋ  ଡି, ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ସଂଘମିତ୍ରା ପଣ୍ଡା, ଜାତୀୟ ସ୍ବାସ୍ଥ୍ୟ ମିଶନର ଡିପିଏମ ଗିରିଜା ପ୍ରସାଦ ମିଶ୍ର,  ଜ଼ିଲ୍ଲାସ୍ତରୀୟ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ