*ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ମୁକାବିଲା ନିମନ୍ତେ ଜିଲ୍ଲାପାଳଙ୍କ ଜରୁରୀକାଳୀନ ପ୍ରସ୍ତୁତି ବୈଠକ*
ନୟାଗଡ଼, ତା. ୨୬. ୧୦. ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ମୁକାବିଲ।
ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗଦେଇ ବାତ୍ୟାର ସମ୍ଭାବ୍ୟ ପ୍ରଭାବର ମୁକାବିଲା ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ।
ଆଶୋକ କୁମାର ସାଥୁଆ,ଜିଲ୍ଲା ପ୍ରତିନିଧି ନୟାଗଡ଼


admin 
