୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ...
୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ...
-ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
-ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଲେ ସାଂସଦ ନବଚରଣ ମାଝୀ
-୧୯ ତାରିଖରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
-୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା
-ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦଙ୍କ ସୂଚନା
-ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ


admin1 
