'୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ ।

'୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ ।

ମେ' ୨ୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ : ବୋର୍ଡ ସଭାପତି ମେ' ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ । ଆଉ ଦୁଇଦିନ ମଧ୍ୟରେ ସରିବ ଖାତା ଦେଖା । ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି ବୋଲି ବୋର୍ଡ ସଭାପତି କହିଛନ୍ତି ।