୪ରୁ ବଢିବ ଓମ୍‌ଫେଡ ଦୁଗ୍ଧ ଦର

୪ରୁ ବଢିବ ଓମ୍‌ଫେଡ ଦୁଗ୍ଧ ଦର

-ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମ୍‌ଫେଡ୍‌*

*-ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି*

*-ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ହେବ ୫୮ ଟଙ୍କା*

*-ଟୋନ୍‌ଡ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୨ ଟଙ୍କା ବୃଦ୍ଧି*

-ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି

*-ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ହେବ ୬୦ ଟଙ୍କା*

*-ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି*

*-ଗୋଲ୍ଡ ପ୍ଲସ୍‌ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି*

*-ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ହେବ ୬୬ ଟଙ୍କା*

*-ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି*