୫ ଜିଲ୍ଲା ନୁହେଁ ୩୦ ଜିଲ୍ଲା ସତର୍କ ରୁହ ; ଡାଇରିଆ ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ସଚିବ .

୫ ଜିଲ୍ଲା ନୁହେଁ ୩୦ ଜିଲ୍ଲା ସତର୍କ ରୁହ ; ଡାଇରିଆ ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ସଚିବ .

୫ ଜିଲ୍ଲା ନୁହେଁ ୩୦ ଜିଲ୍ଲା ସତର୍କ ରୁହ ; ଡାଇରିଆ ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ସଚିବ .
ମଙ୍ଗଳବାର ଡାଇରିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ମଧ୍ୟ ଉପସ୍ଥିତ ଥଲେ । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ସଚିବ କହିଥିଲେ ଯେ, ଯେଉଁ ରୋଗୀ ହସ୍ପିଟାଲରେ ଆଡମିଟ୍ ହେଉଛନ୍ତି ତାଙ୍କୁ ୨୪ ଘଣ୍ଟିଆ ନୀରିକ୍ଷଣରେ ରଖିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।