*୭ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ: ମନ୍ତ୍ରୀ*

*୭ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ: ମନ୍ତ୍ରୀ*

*-ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି*

*-ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର*

*‘-ପ୍ରକ୍ରିୟାକୁ ସରଳ କରାଯାଇଛି, କୌଣସି ପ୍ରକାର ବାଧା ନାହିଁ’*

*‘-କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି’*

*‘-ଅଗଷ୍ଟ ୩୧ ତାରିଖ ସୁଦ୍ଧା ଚାଷୀମାନେ ପଞ୍ଜୀକରଣ କରିନିଅନ୍ତୁ’*

*‘-ଆବଶ୍ୟକୀୟ ଦସ୍ତାବିଜ ନେଇ ପ୍ୟାକ୍ସ, ଲ୍ୟାମ୍ପ୍‌ସରେ ପଞ୍ଜୀକରଣ କରିନିଅନ୍ତୁ’*